November 1, 2024

ନୂଆଦିଲ୍ଲୀ,୨୧।୩: ଅବକାରୀ ଦୁର୍ନୀତି ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କରିଛି। ଭାରତୀୟ ଇତିହାସରେ ଏଇଭଳି ଘଟଣା ପ୍ରଥମ ଥର ଘଟିଛି, ଯେଉଁଠି ଜଣେ କ୍ଷମତାସୀନ ମୁଖ୍ୟମନ୍ତ୍ରୀ ଗିରଫ ହୋଇଛନ୍ତି।

Leave a Reply

Your email address will not be published. Required fields are marked *