ତାଜା ଖବର ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ Voice Of India April 22, 2025 ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। Continue Reading Previous Previous post: ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related News କୁହୁଡ଼ି ଯୋଗୁ ହାଇୱା ପଛକୁ ପିଟିଲା କ୍ଷୀର ଗାଡ଼ି January 30, 2025 ବରିଷ୍ଠ ନାଗରିକ ନିରଞ୍ଜନ ସ୍ୱାଇଁଙ୍କ ଦ୍ୱାଦଶାହ ଉପଲକ୍ଷେ ସ୍ମତି ସମାରୋହ January 19, 2025