February 28, 2025

ଭୁବନେଶ୍ୱର,୨୯ା୦୧ (ଭୟୋସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ) :-ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବିତ ସଂଶୋଧନକୁ ପ୍ରତ୍ୟାହାର ନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଗତ ନଭେମ୍ବରରେ ଏ ନେଇ କ୍ୟାବିନେଟରେ ପ୍ରସ୍ତାବ ଆସିଥିଲା। ଆଦିବାସୀ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ଆଇନ ସଂଶୋଧନ ପ୍ରସ୍ତାବ ଆସିଥିଲା। ରାଜ୍ୟ କ୍ୟାବିନେଟର ଏହି ନିଷ୍ପତ୍ତିକୁ ନେଇ ବାଦ ବିବାଦ ପରେ ସ୍ଥଗିତ ରଖାଯାଇଥିଲା। ଆଜି ଏହି ପ୍ରସ୍ତାବକୁ ପ୍ରତ୍ୟାହାର ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *