ନୂଆଦିଲ୍ଲୀ,୨୧।୩,(ଭୟେସ ଅଫ୍ ଇଣ୍ଡିଆ) :- ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଗୁରୁବାର କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସି ତାଙ୍କ ବାସଭବନରେ ପହଞ୍ଚିଥିଲା। ମନି ଏଜେନ୍ସି ଲଣ୍ଡରିଂ ଆକ୍ଟ (PMLA) ର ଧାରା 50 ଅନୁଯାୟୀ ତଦନ୍ତକାରୀ ଦଳ ବର୍ତ୍ତମାନ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ରେକର୍ଡ କରିଥିଲେ। ଏହାପରେ ତାଙ୍କୁ ଇଡି ଗିରଫ କରିଛି।