ଭୁୁବନେଶ୍ୱର,(ଭୟେସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ) :-  ଓଲିଉଡ଼ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ଗୁରୁବାର ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ମିଶିଛନ୍ତି। ସାଂସଦ ସସ୍ମିତ ପାତ୍ର ତାଙ୍କୁ ଦଳୀୟ ଉତ୍ତରୀୟ ଦେଇ ଦଳକୁ ସ୍ଵାଗତ କରିଛନ୍ତି।

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *