ରାଜ୍ୟ ଆଜି ଦଶପଲ୍ଲାରୁ ଗଡ଼ିବ ରେଳ: ରେଳ ମନ୍ତ୍ରୀ କରିବେ ଶୁଭାରମ୍ଭ Voice Of India January 6, 2024 ନୟାଗଡ଼,୬।୧(ଭୟୋସ ଅଫ୍ ଇଣ୍ଡିଆ): ଆଜି ଦଶପଲ୍ଲାରୁ ଗଡ଼ିବ ରେଳ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଫଳରେ ଦଶପଲ୍ଲାବାସୀଙ୍କ ବହୁଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। Continue Reading Previous Previous post: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ରାଜ୍ୟର ସବୁ ଗାଁକୁ ପରିକ୍ରମା ଆରମ୍ଭ କଲା ଶ୍ରୀଜଗନ୍ନାଥ ଅର୍ପଣ ରଥNext Next post: ମଧ୍ୟାହ୍ନ ଭୋଜନ ଚାଉଳ ବିକୁଥିଲେ ପ୍ରଧାନ ଶିକ୍ଷୟିତ୍ରୀ, ଧରିପକାଇଲେ ଗ୍ରାମବାସୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related News ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା April 22, 2025 ୨୦୨୪ ଓଡ଼ିଶା ନିର୍ବାଚନ: ସରକାର ଖର୍ଚ୍ଚ କରିଥିଲେ ୧୧୫ କୋଟି ଟଙ୍କା March 17, 2025