ଭୁୁବନେଶ୍ୱର,୯ା୩(ଭୟେସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ) :- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଆୟୋଜିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ବୈଠକରେ ରାଜ୍ୟର ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ନିଷ୍ପତ୍ତି ହୋଇଛି। ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ ଅଧୀନ ୟୁଜି, ପିଜି ପିଲା ଛାତ୍ରବୃତ୍ତି ପାଉଥିଲେ।

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *